ଯାକୁବଙ୍କ ପତ୍ର 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ଧୈର୍ଯ୍ୟ ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ। Faic an caibideilଓଡିଆ ବାଇବେଲ4 ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ । Faic an caibideilପବିତ୍ର ବାଇବଲ (CL) NT (BSI)4 କୁମେ ଶେଷ ପର୍ଯ୍ୟନ୍ତ ସହିଷ୍ଠ ହୋଇ ରହିଲେ, କୌଣସି ବିଷୟରେ ଉଣା ନ ପଡ଼ି ସିଦ୍ଧ ଓଔ ସମ୍ପୁର୍ଣ୍ଣ ହେବ। Faic an caibideilପବିତ୍ର ବାଇବଲ4 ତୁମ୍ଭ କାମଗୁଡ଼ିକରେ ତୁମ୍ଭର ଧୈର୍ଯ୍ୟକୁ ସମ୍ପୂର୍ଣ୍ଣ ରୂପେ ପ୍ରକାଶିତ ହେବାକୁ ଦିଅ। ତେବେ ଯାଇ ତୁମ୍ଭେ ସିଦ୍ଧ ଓ ସମ୍ପୂର୍ଣ୍ଣ ହେବ। ତୁମ୍ଭର ପ୍ରତ୍ୟେକ ଆବଶ୍ୟକ ବିଷୟ ତୁମ୍ଭେ ପାଇବ। Faic an caibideil |