Biblia Todo Logo
Bìoball air-loidhne

- Sanasan -




ଯାକୁବଙ୍କ ପତ୍ର 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଦେଖ, ଆମ୍ଭେମାନେ ଅଶ୍ୱମାନଙ୍କୁ ବଶୀଭୂତ କରିବା ନିମନ୍ତେ ସେମାନଙ୍କ ମୁଖରେ ଲଗାମ ଦେଲେ, ତଦ୍ୱାରା ସେମାନଙ୍କ ସମସ୍ତ ଶରୀର ମଧ୍ୟ ବୁଲାଉଥାଉ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଆମ୍ଭେମାନେ ଘୋଡ଼ାମାନଙ୍କୁ ବଶୀଭୂତ କରିବା ନିମନ୍ତେ ସେମାନଙ୍କ ମୁଖରେ ଲଗାମ ଦେଲେ, ତଦ୍ଦ୍ଵାରା ସେମାନଙ୍କ ସମସ୍ତ ଶରୀର ମଧ୍ୟ ବୁଲାଉଥାଉ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଆମ୍ଭେମାନେ ଘୋଡ଼ାମାନଙ୍କୁ ବଶୀଭୂତ କରିବା ନିମନ୍ତେ ସେମାନଙ୍କ ମୁଖରେ ଲଗାମ ଦେଲେ, ତଦ୍ଵାରା ସେମାନଙ୍କ ସମସ୍ତ ଶରୀର ମଧ୍ୟ ବୁଲାଉଥାଉ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

3 ଘୋଡ଼ାକୁ ବଶ କରିବା ପାଇଁ ଆମେ ଲଗାମ ଦେଉ ଓ ଆମର ଇଚ୍ଛାନୁସାରେ ତାହାକୁ ଚଳାଛ ପାରୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ଘୋଡ଼ାମାନଙ୍କୁ ନିଜ ବଶରେ ରଖିବା ପାଇଁ ସେମାନଙ୍କ ମୁହଁରେ ଆମ୍ଭେ ଲଗାମ ଲଗାଇଥାଉ। ଆମ୍ଭେ ଏହିପରି ଭାବରେ ସେମାନଙ୍କର ସମ୍ପୂର୍ଣ୍ଣ ଶରୀରକୁ ବଶୀଭୂତ କରିଥାଉ।

Faic an caibideil Dèan lethbhreac




ଯାକୁବଙ୍କ ପତ୍ର 3:3
7 Iomraidhean Croise  

ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ, ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ, ଓ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।


ତାହାର ବାହାର ବସ୍ତ୍ର କିଏ କାଢ଼ିପାରେ? କିଏ ତାହାର ଦନ୍ତଶ୍ରେଣୀଦ୍ୱୟ ମଧ୍ୟକୁ ଆସିବ?


ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ।


ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।”


ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏଥିପାଇଁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।


ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା।


ଏବଂ ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ।


Lean sinn:

Sanasan


Sanasan