ଯିରିମୀୟ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।” Faic an caibideilପବିତ୍ର ବାଇବଲ (Re-edited) - (BSI)8 ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ। Faic an caibideilଓଡିଆ ବାଇବେଲ8 ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।” Faic an caibideilପବିତ୍ର ବାଇବଲ8 ତୁମ୍ଭେ କାହାକୁ ଭୟ କରିବା ଉଚିତ୍ ନୁହେଁ, କାରଣ ସର୍ବଦା ତୁମ୍ଭ ପାଖେ ଆମ୍ଭେ ଅଛୁ ଓ ଆମ୍ଭେ ତୁମ୍ଭକୁ ରକ୍ଷା କରିବା।” ଏହା ସଦାପ୍ରଭୁ କହନ୍ତି। Faic an caibideil |
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।