ଯିରିମୀୟ 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି; Faic an caibideilପବିତ୍ର ବାଇବଲ (Re-edited) - (BSI)12 ସେ ଆପଣା ପରାକ୍ରମ ଦ୍ଵାରା ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନ ଦ୍ଵାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ଵାରା ସେ ଆକାଶମଣ୍ତଳ ବିସ୍ତାର କରିଅଛନ୍ତି ; Faic an caibideilଓଡିଆ ବାଇବେଲ12 ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି; Faic an caibideilପବିତ୍ର ବାଇବଲ12 ପରମେଶ୍ୱର ସ୍ୱପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି। ସେ ନିଜର ଜ୍ଞାନଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ନିଜ ବୁଦ୍ଧି ବଳରେ ପୃଥିବୀ ଉପରେ ଆକାଶମଣ୍ଡଳକୁ ବିସ୍ତାର କରିଅଛନ୍ତି। Faic an caibideil |