ଯିରିମୀୟ 10:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସମୟରେ ଦେଶ ନିବାସୀମାନଙ୍କୁ ଛାଟିଣୀ ମାରିବା ପରି ଫିଙ୍ଗି ଦେବା ଓ ସେମାନଙ୍କୁ ଏପରି କ୍ଳେଶ ଦେବା ଯେ, ସେମାନେ ତାହା ବୋଧ ପାଇବେ।” Faic an caibideilପବିତ୍ର ବାଇବଲ (Re-edited) - (BSI)18 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସମୟରେ ଦେଶ ନିବାସୀମାନଙ୍କୁ ଛାଟିଣୀ ମାରିବା ପରି ଫିଙ୍ଗି ଦେବା ଓ ସେମାନଙ୍କୁ ଏପରି କ୍ଳେଶ ଦେବା ଯେ, ସେମାନେ ତାହା ବୋଧ ପାଇବେ। Faic an caibideilଓଡିଆ ବାଇବେଲ18 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସମୟରେ ଦେଶ ନିବାସୀମାନଙ୍କୁ ଛାଟିଣୀ ମାରିବା ପରି ଫିଙ୍ଗି ଦେବା ଓ ସେମାନଙ୍କୁ ଏପରି କ୍ଳେଶ ଦେବା ଯେ, ସେମାନେ ତାହା ବୋଧ ପାଇବେ।” Faic an caibideilପବିତ୍ର ବାଇବଲ18 ସଦାପ୍ରଭୁ ଏହିକଥା କହନ୍ତି, “ଆମ୍ଭେ ଏହି ସମୟରେ ଦେଶବାସୀଙ୍କୁ ଦେଶରୁ ଫିଙ୍ଗି ଦେବା। ସେମାନଙ୍କୁ ଏପରି ଦୁଃଖ ଓ କ୍ଳେଶ ଦେବା ଯେ ସେମାନେ ଉପଯୁକ୍ତ ଶିକ୍ଷା ଲାଭ କରି ପାରିବେ।” Faic an caibideil |