ଯିରିମୀୟ 10:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କୋଳାହଳର ରବ, ଦେଖ ତାହା ଉପସ୍ଥିତ ହେଉଅଛି, ଆଉ ଯିହୁଦାର ନଗରସବୁ ଉଚ୍ଛିନ୍ନ ଓ ଶୃଗାଳମାନଙ୍କର ବାସସ୍ଥାନ କରିବା ପାଇଁ ଉତ୍ତର ଦେଶରୁ ମହାଚହଳ ଆସୁଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)22 କୋଳାହଳର ରବ, ଦେଖ ତାହା ଉପସ୍ଥିତ ହେଉଅଛି, ଆଉ ଯିହୁଦାର ନଗରସବୁ ଉଚ୍ଛିନ୍ନ ଓ ଶୃଗାଳମାନଙ୍କର ବାସସ୍ଥାନ କରିବା ପାଇଁ ଉତ୍ତର ଦେଶରୁ ମହାଚହଳ ଆସୁଅଛି। Faic an caibideilଓଡିଆ ବାଇବେଲ22 କୋଳାହଳର ରବ, ଦେଖ ତାହା ଉପସ୍ଥିତ ହେଉଅଛି, ଆଉ ଯିହୁଦାର ନଗରସବୁ ଉଚ୍ଛିନ୍ନ ଓ ଶୃଗାଳମାନଙ୍କର ବାସସ୍ଥାନ କରିବା ପାଇଁ ଉତ୍ତର ଦେଶରୁ ମହାଚହଳ ଆସୁଅଛି। Faic an caibideilପବିତ୍ର ବାଇବଲ22 ଏକ ମହାରବ ଶୁଣ। ସେହି ରବ ଉତ୍ତର ଦିଗରୁ ଆସୁଅଛି। ତହା ଯିହୁଦାର ନଗରସବୁ ଧ୍ୱଂସ କରିବ ଓ ତାହା ଏକ ପ୍ରାନ୍ତରରେ ପରିଣତ ହେବ। ଆଉ ସେଗୁଡ଼ିକ ଶୃଗାଳର ବାସସ୍ଥାନ ହେବ। Faic an caibideil |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।