ଯିରିମୀୟ 10:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ସର୍ବଦେଶୀୟମାନଙ୍କର ରାଜନ୍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ହେ ସର୍ବଦେଶୀୟମାନଙ୍କର ରାଜନ୍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ଵର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ। Faic an caibideilଓଡିଆ ବାଇବେଲ7 ହେ ସର୍ବଦେଶୀୟମାନଙ୍କର ରାଜନ୍, ତୁମ୍ଭଙ୍କୁ କିଏ ଭୟ ନ କରିବ ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ। Faic an caibideilପବିତ୍ର ବାଇବଲ7 ତେଣୁ ହେ ପରମେଶ୍ୱର, ତୁମ୍ଭେ ସର୍ବଦେଶୀୟମାନଙ୍କ ମଧ୍ୟରେ ମହାନ। ତୁମ୍ଭକୁ କିଏ ଭୟ ନ କରିବ? ତୁମ୍ଭେ ତାହାର ଯୋଗ୍ୟ। ସର୍ବଦେଶୀୟ ମଧ୍ୟରେ ବହୁ ଜ୍ଞାନୀ ଲୋକ ଅଛନ୍ତି, ମାତ୍ର ସମଗ୍ର ରାଜକୀୟ, ଐଶ୍ୱର୍ଯ୍ୟଶାଳୀ ଓ ଜ୍ଞାନୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହାନ୍ତି। Faic an caibideil |
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।