ଯିରିମୀୟ 10:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତ କର୍ମ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ତର୍ଶୀଶ୍ରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ଵର୍ଣ୍ଣକାରର ହସ୍ତନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତକର୍ମ। Faic an caibideilଓଡିଆ ବାଇବେଲ9 ତର୍ଶୀଶ୍ରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତ ନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତକର୍ମ। Faic an caibideilପବିତ୍ର ବାଇବଲ9 ସେମାନେ ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଆଣି କାରିଗର ଓ ସ୍ୱର୍ଣ୍ଣକାର ହସ୍ତରେ “ପ୍ରତିମାମାନ” ନିର୍ମାଣ କରାନ୍ତି। ସେଗୁଡ଼ିକ ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ଆଚ୍ଛାଦନ କରନ୍ତି। ସେଗୁଡ଼ିକ “ନିପୁଣ ଶିଳ୍ପୀମାନଙ୍କର” କୃତ କର୍ମ। Faic an caibideil |