ଯିରିମୀୟ 11:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍, ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ। Faic an caibideilପବିତ୍ର ବାଇବଲ (Re-edited) - (BSI)13 କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍, ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ। Faic an caibideilଓଡିଆ ବାଇବେଲ13 କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍, ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ।” Faic an caibideilପବିତ୍ର ବାଇବଲ13 “ହେ ଯିହୁଦାର ଲୋକମାନେ, ତୁମ୍ଭମାନଙ୍କର ମୂର୍ତ୍ତିମାନଙ୍କର ସଂଖ୍ୟା ସେଠାରେ ଅଧିବାସୀମାନଙ୍କ ସହିତ ସମାନ। ଯିରୁଶାଲମର ରାଜପଥଗୁଡ଼ିକର ସଂଖ୍ୟା ପରି, ତୁମ୍ଭେମାନେ ବହୁତ ବେଦି ନିର୍ମାଣ କଲ, ବାଲ୍ ନିମନ୍ତେ ସୁଗନ୍ଧି ଧୂପ ଜଳାଇବା ପାଇଁ। Faic an caibideil |
ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।
ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।