ଯିରିମୀୟ 11:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକଙ୍କ ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ। Faic an caibideilପବିତ୍ର ବାଇବଲ (Re-edited) - (BSI)15 ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକର ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି , ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ। Faic an caibideilଓଡିଆ ବାଇବେଲ15 ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ ? କାରଣ ସେ ଅନେକଙ୍କ ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ। Faic an caibideilପବିତ୍ର ବାଇବଲ15 “ଆମ୍ଭ ଗୃହରେ ଆମ୍ଭ ପ୍ରିୟ ଯିହୁଦାର କି କାର୍ଯ୍ୟ? କାରଣ ସେ ଅନ୍ୟମାନଙ୍କ ସହିତ ନାନା ବ୍ୟଭିଗ୍ଭର କରିଅଛି। ହେ ଯିହୁଦା, ତୁମ୍ଭେ କ’ଣ ଭାବିଛ ତୁମ୍ଭର ସ୍ୱତନ୍ତ୍ର ଶପଥ ଓ ପ୍ରାଣୀବଳି, ତୁମ୍ଭକୁ ଧ୍ୱଂସରୁ ରକ୍ଷା କରିବ? ତୁମ୍ଭେ କ’ଣ ଚିନ୍ତା କରିଛ ହୋମବଳି ଦ୍ୱାରା ତୁମ୍ଭ ମନ୍ଦକର୍ମର ଶାସ୍ତିରୁ ଉଦ୍ଧାର ପାଇବ?” Faic an caibideil |