Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 11:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସଦାପ୍ରଭୁ ତୁମ୍ଭକୁ ମନୋହର ଫଳରେ ସୁନ୍ଦର ହରିତ୍‍ବର୍ଣ୍ଣ ଜୀତବୃକ୍ଷ ବୋଲି ନାମ ଦେଲେ; ଲୋକସମୂହର ମହାଶବ୍ଦ ସହକାରେ, ସେ ତହିଁ ଉପରେ ଅଗ୍ନି ଜ୍ୱଳାଇ ଅଛନ୍ତି ଓ ତହିଁର ଶାଖାସବୁ ଭଗ୍ନ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ସଦାପ୍ରଭୁ ତୁମ୍ଭକୁ ମନୋହର ଫଳରେ ସୁନ୍ଦର ହରିତ୍ବର୍ଣ୍ଣ ଜିତବୃକ୍ଷ ବୋଲି ନାମ ଦେଲେ; ଲୋକାରଣ୍ୟର ମହାଶଦ୍ଦ ସହକାରେ, ସେ ତହିଁ ଉପରେ ଅଗ୍ନି ଜ୍ଵଳାଇ ଅଛନ୍ତି ଓ ତହିଁର ଶାଖାସବୁ ଭଗ୍ନ ହୋଇଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ସଦାପ୍ରଭୁ ତୁମ୍ଭକୁ ମନୋହର ଫଳରେ ସୁନ୍ଦର ହରିତ୍‍ବର୍ଣ୍ଣ ଜୀତବୃକ୍ଷ ବୋଲି ନାମ ଦେଲେ; ଲୋକସମୂହର ମହାଶବ୍ଦ ସହକାରେ, ସେ ତହିଁ ଉପରେ ଅଗ୍ନି ଜ୍ୱଳାଇ ଅଛନ୍ତି ଓ ତହିଁର ଶାଖାସବୁ ଭଗ୍ନ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

16 ସଦାପ୍ରଭୁ ତୁମ୍ଭକୁ ଥରେ ସମ୍ବୋଧନ କରିଥିଲେ, “ସୁନ୍ଦର ଫଳରେ ପୂର୍ଣ୍ଣ ହରିତପୂର୍ଣ୍ଣ ଜୀତବୃକ୍ଷ” ବୋଲି। ମାତ୍ର ତାହା ଲୋକାରଣ୍ୟର ମହାଶବ୍ଦ ପରି ସେ ତହିଁ ଉପରେ ଅଗ୍ନି ଜଳାଇବେ ଓ ତାହାର ଶାଖାସବୁ ଜଳି ଯିବ।

Faic an caibideil Dèan lethbhreac




ଯିରିମୀୟ 11:16
18 Iomraidhean Croise  

ସେ ସୂର୍ଯ୍ୟ ସାକ୍ଷାତରେ ସତେଜ ହୁଏ, ତାହାର କୋମଳ ଶାଖା ତାହାର ଉଦ୍ୟାନରେ ମାଡ଼ିଯାଏ।


ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି।


ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି।


ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ।


କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇଅଛନ୍ତି।


ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗାଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।


ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ?


ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ କର୍ମର ଫଳାନୁସାରେ ତୁମ୍ଭମାନଙ୍କୁ ଶାସ୍ତି ଦେବା; ପୁଣି, ଆମ୍ଭେ ତାହାର ବନରେ ଅଗ୍ନି ଜ୍ୱଳାଇବା, ତହିଁରେ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।”


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।”


ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ ପରି ହେବ।


ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।


କେହି ଯେବେ ମୋʼ ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ।


ତୁମ୍ଭର ସମସ୍ତ ସୀମାରେ ଜୀତବୃକ୍ଷ ହେବ, ମାତ୍ର ତୁମ୍ଭେ ଆପେ ତୈଳ ମର୍ଦ୍ଦନ କରିବାକୁ ପାଇବ ନାହିଁ; କାରଣ ତୁମ୍ଭ ଜୀତବୃକ୍ଷର ଫଳ ଝଡ଼ି ପଡ଼ିବ।


ସେମାନେ ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଥିବା ଦୁଇ ଜୀତବୃକ୍ଷ ଓ ଦୁଇ ପ୍ରଦୀପ ସଦୃଶ।


Lean sinn:

Sanasan


Sanasan