ଯିରିମୀୟ 12:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକୁ ପୁନର୍ବାର ଆଣିବା। Faic an caibideilପବିତ୍ର ବାଇବଲ (Re-edited) - (BSI)15 ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକି ପୁନର୍ବାର ଆଣିବା। Faic an caibideilଓଡିଆ ବାଇବେଲ15 ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକି ପୁନର୍ବାର ଆଣିବା। Faic an caibideilପବିତ୍ର ବାଇବଲ15 ପୁଣି ସେମାନଙ୍କୁ ଉତ୍ପାଟନ କଲାପରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା। ପୁଣି ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଜମିକୁ ଫେରାଇ ଆଣିବା। Faic an caibideil |
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।