ଯିରିମୀୟ 12:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ଆଣ ଓ ହତ୍ୟା ଦିନର ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣିଆଣ ଓ ହତ୍ୟା-ଦିନରଣ ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ। Faic an caibideilଓଡିଆ ବାଇବେଲ3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ଆଣ ଓ ହତ୍ୟା ଦିନର ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ। Faic an caibideilପବିତ୍ର ବାଇବଲ3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ। ତୁମ୍ଭେ ମୋତେ ଦେଖୁଅଛ ଓ ମୋର ହୃଦୟ ପରୀକ୍ଷା କରି ମୋର ମନ କିପରି, ଜାଣୁଅଛ। ସେହି ମନ୍ଦ ଲୋକମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ନିଅ ଓ ହତ୍ୟା ଦିନରେ ସେମାନଙ୍କୁ ହତ୍ୟା ପାଇଁ ପ୍ରସ୍ତୁତ ରଖ। Faic an caibideil |
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।