ଯିରିମୀୟ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀସବୁ କ୍ଷୟ ପାଉଅଛନ୍ତି; କାରଣ ଲୋକମାନେ କହିଲେ, “ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)4 କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀସବୁ କ୍ଷୟ ପାଉଅଛନ୍ତି ; କାରଣ ଲୋକମାନେ କହିଲେ, ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ। Faic an caibideilଓଡିଆ ବାଇବେଲ4 କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀ ସବୁ କ୍ଷୟ ପାଉଅଛନ୍ତି; କାରଣ ଲୋକମାନେ କହିଲେ, ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ। Faic an caibideilପବିତ୍ର ବାଇବଲ4 କେତେକାଳ ଦେଶ ଶୁଷ୍କ ରହିବ ଓ ସମୁଦାୟ ଦେଶରେ ତୃଣ ଶୁଷ୍କ ରହିବ? ଦେଶର ଲୋକମାନଙ୍କର ଦୁଷ୍ଟତା ଯୋଗୁଁ ପଶୁ ଓ ପକ୍ଷୀସବୁ କ୍ଷୟ ପାଇଛନ୍ତି। କାରଣ ଲୋକମାନେ କହିଲେ, “ଯିରିମିୟ ଦୀର୍ଘଦିନ ବଞ୍ଚି ଆମ୍ଭମାନଙ୍କର ଶେଷାବସ୍ଥା ଦେଖିବ ନାହିଁ।” Faic an caibideil |