ଯିରିମୀୟ 13:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’” Faic an caibideilପବିତ୍ର ବାଇବଲ (Re-edited) - (BSI)14 ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା। Faic an caibideilଓଡିଆ ବାଇବେଲ14 ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ‘ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’” Faic an caibideilପବିତ୍ର ବାଇବଲ14 ପୁଣି ଆମ୍ଭେ ସେମାନଙ୍କର ଜଣକୁ ଅନ୍ୟ ଜଣ ଉପରେ କଗ୍ଭଡ଼ିବା। ଏପରିକି ପିତୃଗଣକୁ ପୁତ୍ରମାନଙ୍କ ଉପରେ ଏକ ସଙ୍ଗେ କଗ୍ଭଡ଼ିବା।”’ ଏହା ସଦାପ୍ରଭୁ କହନ୍ତି, “‘ଆମ୍ଭେ ସେମାନଙ୍କ ପ୍ରତି ଦୟା, ଅନୁକମ୍ପା ଓ କରୁଣା ନ ଦେଖାଇ ସେମାନଙ୍କୁ ବିନଷ୍ଟ କରିବା।”’ Faic an caibideil |
ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’