Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 14:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆହୁରି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏହି ଲୋକମାନଙ୍କ ପକ୍ଷରେ ମଙ୍ଗଳ ପ୍ରାର୍ଥନା କର ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ଆହୁରି, ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଏହି ଲୋକମାନଙ୍କ ପକ୍ଷରେ ମଙ୍ଗଳ ପ୍ରାର୍ଥନା କର ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ଆହୁରି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏହି ଲୋକମାନଙ୍କ ପକ୍ଷରେ ମଙ୍ଗଳ ପ୍ରାର୍ଥନା କର ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

11 ଆହୁରି ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ମଙ୍ଗଳ ପ୍ରାର୍ଥନା କର ନାହିଁ।

Faic an caibideil Dèan lethbhreac




ଯିରିମୀୟ 14:11
6 Iomraidhean Croise  

ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ିଦିଅ, ମୋହର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ୱଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା।”


ଏହେତୁ ତୁମ୍ଭେ ଏହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ ଉଚ୍ଚ ଆର୍ତ୍ତସ୍ୱର ଅବା ପ୍ରାର୍ଥନା କର ନାହିଁ, କାରଣ ସେମାନେ ଆପଣାମାନଙ୍କର ବିପଦ ସକାଶୁ ଆମ୍ଭ ନିକଟରେ ଆର୍ତ୍ତସ୍ୱର କଲା ବେଳେ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।


ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ।


କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ବର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛି; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ।


Lean sinn:

Sanasan


Sanasan