Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 14:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ବନ୍ୟ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି; ତୃଣ ନ ଥିବାରୁ ସେମାନଙ୍କର ଚକ୍ଷୁ କ୍ଷୀଣ ହୁଏ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ବନ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି; ତୃଣ ନ ଥିବାରୁ ସେମାନଙ୍କର ଚକ୍ଷୁ କ୍ଷୀଣ ହୁଏ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ପୁଣି, ବନ୍ୟ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି; ତୃଣ ନ ଥିବାରୁ ସେମାନଙ୍କର ଚକ୍ଷୁ କ୍ଷୀଣ ହୁଏ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ପୁଣି ବନ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି। ତୃଣ ନ ଥିବାରୁ ସେମାନଙ୍କ ଚକ୍ଷୁ କ୍ଷୀଣ ହୁଏ।”

Faic an caibideil Dèan lethbhreac




ଯିରିମୀୟ 14:6
7 Iomraidhean Croise  

କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀ-ଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ;


ତୁମ୍ଭେ ପ୍ରାନ୍ତର ପରିଚିତା ବନ୍ୟ ଗର୍ଦ୍ଦଭୀ ଅଟ; ସେ ଆପଣା ଅଭିଳାଷକ୍ରମେ ବାୟୁ ଆଘ୍ରାଣ କରେ, ତାହାର ଋତୁ ସମୟରେ କିଏ ତାହାକୁ ଫେରାଇ ପାରଇ? ତାହାର ଅନ୍ବେଷଣକାରୀମାନଙ୍କର ଆପଣାମାନଙ୍କୁ କ୍ଳାନ୍ତ କରିବାର ପ୍ରୟୋଜନ ନାହିଁ; ସେମାନେ ତାହାର ନିୟମିତ ମାସରେ ତାହାକୁ ପାଇବେ।


ଏବେ ହେଁ ମିଥ୍ୟା ସାହାଯ୍ୟର ଅପେକ୍ଷାରେ ଆମ୍ଭମାନଙ୍କର ଚକ୍ଷୁ କ୍ଷୀଣ ହୁଅଇ; ଆମ୍ଭେମାନେ ଅପେକ୍ଷାରେ ରହି ରହି ଉଦ୍ଧାର କରିବାକୁ ଅସମର୍ଥ ଗୋଷ୍ଠୀର ଅପେକ୍ଷା କରିଅଛୁ।


ଏଥିପାଇଁ ଆମ୍ଭମାନଙ୍କ ଅନ୍ତଃକରଣ କ୍ଷୀଣ ହୋଇଅଛି; ଏହିସବୁ କାରଣରୁ ଆମ୍ଭମାନଙ୍କର ଚକ୍ଷୁ ଧନ୍ଦଳା ହୋଇଅଛି।


ପଶୁଗଣ କିପରି ଆର୍ତ୍ତସ୍ୱର କରନ୍ତି! ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି; ମେଷପଲ ଦଣ୍ଡ ପାଉଅଛନ୍ତି।


ତହିଁରେ ଯୋନାଥନ କହିଲା, “ମୋʼ ପିତା ଦେଶକୁ ଦୁଃଖ ଦେଇଅଛନ୍ତି; ଦେଖିଲ, ଏହି ମହୁରୁ ଟିକିଏ ଆସ୍ୱାଦ କରିବାରୁ ମୋର ଚକ୍ଷୁ କିପରି ସତେଜ ହୋଇଅଛି!


Lean sinn:

Sanasan


Sanasan