ଯିରିମୀୟ 15:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ୱୀକାର କରେ କାହିଁକି? ତୁମ୍ଭେ କି ମୋʼ ପ୍ରତି ନିତାନ୍ତ ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ? Faic an caibideilପବିତ୍ର ବାଇବଲ (Re-edited) - (BSI)18 ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ଵୀକାର କରେ କାହିଁକିଣ? ତୁମ୍ଭେ କି ମୋʼ ପ୍ରତି ନିତା; ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ? Faic an caibideilଓଡିଆ ବାଇବେଲ18 ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ୱୀକାର କରେ କାହିଁକି ? ତୁମ୍ଭେ କି ମୋ’ ପ୍ରତି ନିତାନ୍ତ ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ ? Faic an caibideilପବିତ୍ର ବାଇବଲ18 ମୋର ବେଦନା ଚିରନ୍ତନ, ମୋର କ୍ଷତ ଦୁରାରୋଗ୍ୟ। ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି ଅତ୍ୟନ୍ତ ପ୍ରବଞ୍ଚନା କରିଅଛ। ତେଣୁ ତୁମ୍ଭେ ଶୁଷ୍କ ଅସ୍ଥାୟୀ ନଦୀ ତୁଲ୍ୟ ହୋଇଅଛ। Faic an caibideil |