ଯିରିମୀୟ 15:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା। Faic an caibideilଓଡିଆ ବାଇବେଲ4 ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା। Faic an caibideilପବିତ୍ର ବାଇବଲ4 କାରଣ ଯିହୁଦାର ରାଜା ହିଜକିୟଙ୍କର ପୁତ୍ର ମନଃଶି ଯିରୁଶାଲମରେ ଦୁଷ୍କର୍ମ କଲା, ଆମ୍ଭେ ସେମାନଙ୍କୁ ଯାହା କରିବା ସମଗ୍ର ପୃଥିବୀର ଲୋକେ ଭୟଭୀତ ହୋଇଯିବେ।’ Faic an caibideil |
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।