ଯିରିମୀୟ 15:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ? ଅବା କିଏ ତୁମ୍ଭ ଲାଗି ବିଳାପ କରିବ? ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ ତୁମ୍ଭ ନିକଟକୁ ଆସିବ? Faic an caibideilପବିତ୍ର ବାଇବଲ (Re-edited) - (BSI)5 କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ? ଅବା କିଏ ତୁମ୍ଭ ଲାଗି ବିଳାପ କରିବ? ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ କତିକି ଆସିବ? Faic an caibideilଓଡିଆ ବାଇବେଲ5 କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ ? ଅବା କିଏ ତୁମ୍ଭ ଲାଗି ବିଳାପ କରିବ ? ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ ତୁମ୍ଭ ନିକଟକୁ ଆସିବ ?” Faic an caibideilପବିତ୍ର ବାଇବଲ5 “କାରଣ ହେ ଯିରୁଶାଲମ, କିଏ ତୁମ୍ଭକୁ ଦୟା କରିବ? କିଏ ତୁମଲାଗି କାନ୍ଦିବ? ତୁମ୍ଭର କୁଶଳତା ବିଷୟ ପଗ୍ଭରିବା ପାଇଁ କିଏ ତୁମ୍ଭ ପାଖକୁ ଆସିବ?” Faic an caibideil |
ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’