ଯିରିମୀୟ 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସଦାପ୍ରଭୁ କହନ୍ତି, ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳାନ୍ତ ହୋଇଅଛୁ। Faic an caibideilପବିତ୍ର ବାଇବଲ (Re-edited) - (BSI)6 ସଦାପ୍ରଭୁ କହନ୍ତି, ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳା; ଅଛୁ। Faic an caibideilଓଡିଆ ବାଇବେଲ6 ସଦାପ୍ରଭୁ କହନ୍ତି, “ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳାନ୍ତ ହୋଇଅଛୁ। Faic an caibideilପବିତ୍ର ବାଇବଲ6 ସଦାପ୍ରଭୁ କହନ୍ତି, “ହେ ଯିରୁଶାଲମ, ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ। ଏ ନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ। ଆମ୍ଭେ କ୍ଷମା କରି କ୍ଳାନ୍ତ ହୋଇଅଛୁ। Faic an caibideil |