ଯିରିମୀୟ 16:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)11 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି; Faic an caibideilଓଡିଆ ବାଇବେଲ11 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି। Faic an caibideilପବିତ୍ର ବାଇବଲ11 ତୁମ୍ଭେ ସେମାନଙ୍କୁ ଉତ୍ତରରେ କହିବ, ସଦାପ୍ରଭୁ କହନ୍ତି, ‘ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି।’ ପୁଣି ‘ଅନ୍ୟ ଦେବତାମାନଙ୍କର ପଶ୍ଚାଦ୍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି। ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି। Faic an caibideil |
ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।