ଯିରିମୀୟ 16:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁ ନାହଁ; Faic an caibideilପବିତ୍ର ବାଇବଲ (Re-edited) - (BSI)12 ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପିତୃପୁରୁଷ-ଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁନାହଁ; Faic an caibideilଓଡିଆ ବାଇବେଲ12 ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁନାହଁ; Faic an caibideilପବିତ୍ର ବାଇବଲ12 କିନ୍ତୁ ତୁମ୍ଭେ ତୁମ୍ଭ ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ପାପ କରିଅଛ। ତୁମ୍ଭେମାନେ ନିଜ ନିଜ ଦୁଷ୍ଟାନ୍ତଃକରଣରେ ଅବାଧ୍ୟ ହୋଇ ମନ୍ଦ ଆଚରଣ କରୁଅଛ ଓ ମୋ’ ଆଜ୍ଞା ପାଳନ କରୁ ନାହଁ। Faic an caibideil |