Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 16:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯଥା, “ତୁମ୍ଭେ ଏହି ସ୍ଥାନରେ ବିବାହ କରିବ ନାହିଁ, କିଅବା ପୁତ୍ରକନ୍ୟା ଜାତ କରିବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଯଥା, ତୁମ୍ଭେ ଏହି ସ୍ଥାନରେ ବିବାହ କରିବ ନାହିଁ, କିଅବା ପୁତ୍ର- କନ୍ୟା ଜାତ କରିବ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ଯଥା, “ତୁମ୍ଭେ ଏହି ସ୍ଥାନରେ ବିବାହ କରିବ ନାହିଁ, କିଅବା ପୁତ୍ରକନ୍ୟା ଜାତ କରିବ ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ

2 “ହେ ଯିରିମିୟ, ତୁମ୍ଭର ଏହି ସ୍ଥାନରେ ବିବାହ କରିବା ଉଚିତ୍ ନୁହଁ, କିଅବା ପୁତ୍ରକନ୍ୟା ଜନ୍ମ କରିବା ଉଚିତ୍ ନୁହଁ।”

Faic an caibideil Dèan lethbhreac




ଯିରିମୀୟ 16:2
9 Iomraidhean Croise  

ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏହି ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ।


ସଦାପ୍ରଭୁଙ୍କର ବାକ୍ୟ ଆହୁରି ମୋʼ ନିକଟରେ ଉପସ୍ଥିତ ହେଲା,


କାରଣ ଏହି ସ୍ଥାନରେ ଜାତ ପୁତ୍ର ଓ କନ୍ୟାଗଣ ବିଷୟରେ ଓ ଏହି ଦେଶରେ ସେମାନଙ୍କର ପ୍ରସବକାରିଣୀ ମାତାମାନଙ୍କ ବିଷୟରେ, ଆଉ ସେମାନଙ୍କ ଜନ୍ମଦାତା ପିତୃଗଣ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି।


ତୁମ୍ଭେମାନେ ଭାର୍ଯ୍ୟା ଗ୍ରହଣ କରି ପୁତ୍ରକନ୍ୟା ଜାତ କର, ଆଉ ତୁମ୍ଭମାନଙ୍କର ପୁତ୍ରଗଣକୁ ଭାର୍ଯ୍ୟା ଗ୍ରହଣ କରାଅ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ସ୍ୱାମୀ ଗ୍ରହଣ କରାଅ, ସେମାନେ ପୁତ୍ରକନ୍ୟା ଜାତ କରନ୍ତୁ; ଆଉ, ତୁମ୍ଭେମାନେ ସେଠାରେ ବର୍ଦ୍ଧିତ ହୋଇ ଊଣା ହୁଅ ନାହିଁ।


ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ୱାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇ ନ ଥିଲେ, କି ଅବଶିଷ୍ଟ ରହି ନ ଥିଲେ; ଯେଉଁମାନଙ୍କୁ ମୁଁ ଲାଳନପାଳନ କରିଅଛି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି।


ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର,


ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ,


କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାନ୍ତି ଓ ସ୍ତନ୍ୟପାନ କରାଇ ନାହାନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି।


Lean sinn:

Sanasan


Sanasan