Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 16:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦ-ପ୍ରମୋଦର ଧ୍ୱନି ଓ ଆନନ୍ଦର ଧ୍ୱନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦପ୍ରମୋଦର ଧ୍ଵନି ଓ ଆନନ୍ଦର ଧ୍ଵନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା।

Faic an caibideil Dèan lethbhreac

ଓଡିଆ ବାଇବେଲ

9 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦପ୍ରମୋଦର ଧ୍ୱନି ଓ ଆନନ୍ଦର ଧ୍ୱନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା।”

Faic an caibideil Dèan lethbhreac

ପବିତ୍ର ବାଇବଲ

9 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କ ଜୀବନକାଳ ମଧ୍ୟରେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଏହି ସ୍ଥାନରୁ ଆମୋଦପ୍ରମୋଦର ଧ୍ୱନି, ଆନନ୍ଦ ରବ ଓ ବରକନ୍ୟାଙ୍କର ଆନନ୍ଦ କୋଳାହଳ ନିବୃତ୍ତ କରାଇବା।’

Faic an caibideil Dèan lethbhreac




ଯିରିମୀୟ 16:9
8 Iomraidhean Croise  

ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ ହେଲା ନାହିଁ।


ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।


ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।


କାରଣ ଆମ୍ଭେ ସଦାପ୍ରଭୁ; ଆମ୍ଭେ କଥା କହିବା ଓ ଯେଉଁ କଥା ଆମ୍ଭେ କହିବା, ତାହା ସଫଳ ହେବ; ଆଉ, ବିଳମ୍ବ ହେବ ନାହିଁ; କାରଣ ହେ ବିଦ୍ରୋହୀ ବଂଶ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ବର୍ତ୍ତମାନ କାଳରେ କଥା କହିବା ଓ ତାହା ସଫଳ କରିବା।”


ପୁଣି, ଆମ୍ଭେ ତୁମ୍ଭର ଗାୟନ ଶବ୍ଦ ନିବୃତ୍ତ କରାଇବା ଓ ତୁମ୍ଭ ବୀଣାର ଧ୍ୱନି ଆଉ ଶୁଣାଯିବ ନାହିଁ।


ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା।


Lean sinn:

Sanasan


Sanasan