ଯିରିମୀୟ 17:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 “ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଯିହୁଦାର ପାପ ଲୌହ-ଲେଖନୀରେ ଓ ହୀରକର କଣ୍ଟକ ଦ୍ଵାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ-ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି।; Faic an caibideilଓଡିଆ ବାଇବେଲ1 ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି। Faic an caibideilପବିତ୍ର ବାଇବଲ1 “ଯିହୁଦାର ପାପ ଏପରି ଏକ ସ୍ଥାନରେ ଲିଖିତ ହୋଇଅଛି, ଯାହାକୁ ସେମାନେ ଲିଭାଇ ପାରିବେ ନାହିଁ। ସେମାନଙ୍କର ପାପ ଲୌହ ଲେଖନୀ ଓ ହୀରକର କଣ୍ଟକ ଦ୍ୱାରା ପଥର ଫଳକରେ ଲିଖିତ ହୋଇଅଛି। ଯେଉଁଟା କି ସେମାନଙ୍କର ହୃଦୟ। ଆଉ ସେମାନଙ୍କର ଯଜ୍ଞବେଦିର ଶିଙ୍ଗରେ ତାହା ଖୋଦିତ ହୋଇଅଛି। Faic an caibideil |