ଯିରିମୀୟ 17:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 “ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।” Faic an caibideilପବିତ୍ର ବାଇବଲ (Re-edited) - (BSI)10 ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ। Faic an caibideilଓଡିଆ ବାଇବେଲ10 ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ। Faic an caibideilପବିତ୍ର ବାଇବଲ10 ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତା'ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ। Faic an caibideil |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।