ଯିରିମୀୟ 17:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋʼ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)13 ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋʼ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ , କାରଣ ସେମାନେ ଅମୃତ ଜଳର ନିର୍ଝରସ୍ଵରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି। Faic an caibideilଓଡିଆ ବାଇବେଲ13 ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋ’ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝରସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି। Faic an caibideilପବିତ୍ର ବାଇବଲ13 ହେ ଇସ୍ରାଏଲର ଆଶା ଭରସା ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ପରିତ୍ୟାଗ କରନ୍ତି, ସେ ସମସ୍ତେ ଲଜ୍ଜିତ ହେବେ। ଯେଉଁମାନେ ମୋ’ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି। Faic an caibideil |
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।
ପୁଣି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।