ଯିରିମୀୟ 17:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍ପୂର୍ଣ୍ଣ ବୃକ୍ଷ ନିକଟରେ ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)2 ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍ପର୍ଣ୍ଣ ବୃକ୍ଷ ନିକଟରେ ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି। Faic an caibideilଓଡିଆ ବାଇବେଲ2 ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍ପର୍ଣ୍ଣ ବୃକ୍ଷ ନିକଟରେ ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି। Faic an caibideilପବିତ୍ର ବାଇବଲ2 ଯେତେବେଳେ ସେମାନଙ୍କର ସନ୍ତାନଗଣ ସେମାନଙ୍କୁ ମନେ ପକାନ୍ତି ସେତେବେଳେ ସେମାନେ ଉଚ୍ଚ ପର୍ବତର ସବୁଜ ବୃକ୍ଷ ପାଖରେ ଥିବା ବଳିଦାନ ଯଜ୍ଞବେଦି ଓ ପବିତ୍ର କାଠଖମ୍ବ ଦେଖନ୍ତି। Faic an caibideil |
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।