ଯିରିମୀୟ 17:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
22 ଅଥବା ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ, କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ; ମାତ୍ର ତୁମ୍ଭେମାନେ ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ।
Faic an caibideil Dèan lethbhreac
22 ଅଥବା ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ, କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ; ମାତ୍ର ତୁମ୍ଭେମାନେ ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏହିରୂପ ଆଜ୍ଞା କରିଥିଲୁ।
Faic an caibideil Dèan lethbhreac
22 ଅଥବା ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ, କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ; ମାତ୍ର ତୁମ୍ଭେମାନେ ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ।
Faic an caibideil Dèan lethbhreac
22 ଆଉ ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ। କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ। ମାତ୍ର ବିଶ୍ରାମ ଦିନକୁ ପବିତ୍ରରୂପେ ପାଳନ କର। ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ।
Faic an caibideil Dèan lethbhreac