ଯିରିମୀୟ 17:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀସକଳ ଲୁଟିତ ହେବା ପାଇଁ ଦେବା। Faic an caibideilପବିତ୍ର ବାଇବଲ (Re-edited) - (BSI)3 ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ସବୁ ଧନଭଣ୍ତାର ଓ ଉଚ୍ଚସ୍ଥଳୀସକଳ ଲୁଟିତ ହେବା ପାଇଁ ଦେବା। Faic an caibideilଓଡିଆ ବାଇବେଲ3 ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀସକଳ ଲୁଟିତ ହେବା ପାଇଁ ଦେବା। Faic an caibideilପବିତ୍ର ବାଇବଲ3 ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ ସକଳ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମସ୍ତ ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀ ସକଳ ଲୁଣ୍ଠିତ ହେବା ପାଇଁ ଦେବା। Faic an caibideil |