ଯିରିମୀୟ 17:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସଦାପ୍ରଭୁ ଏହି କଥା କହନ୍ତି; “ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ। Faic an caibideilଓଡିଆ ବାଇବେଲ5 ସଦାପ୍ରଭୁ ଏହି କଥା କହନ୍ତି; “ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ। Faic an caibideilପବିତ୍ର ବାଇବଲ5 ସଦାପ୍ରଭୁ କହନ୍ତି, “ଯେଉଁ ମନୁଷ୍ୟ ଲୋକମାନଙ୍କ ଉପରେ ଭରସା ରଖେ, ମାଂସକୁ ଆପଣାର ବାହୁ କରେ ଓ ଯାହାର ହୃଦୟ ସଦାପ୍ରଭୁଙ୍କଠାରୁ ଦୂରେଇ ଯାଏ ସେ ଶାପଗ୍ରସ୍ତ। Faic an caibideil |
ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।