ଯିରିମୀୟ 18:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ିଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ। Faic an caibideilପବିତ୍ର ବାଇବଲ (Re-edited) - (BSI)21 ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ଼୍ଗର ପରାକ୍ରମରେ ଛାଡ଼ିଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ଼୍ଗହତ ହେଉନ୍ତୁ। Faic an caibideilଓଡିଆ ବାଇବେଲ21 ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ି ଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ। Faic an caibideilପବିତ୍ର ବାଇବଲ21 ତେଣୁ ସେମାନଙ୍କର ସନ୍ତାନଗଣ ଦୁର୍ଭିକ୍ଷରେ କବଳିତ ହୁଅନ୍ତୁ। ସେମାନଙ୍କର ଶତ୍ରୁ ସେମାନଙ୍କୁ ଖଡ଼୍ଗରେ ପରାସ୍ତ କରନ୍ତୁ। ସେମାନଙ୍କର ସ୍ତ୍ରୀମାନେ ସନ୍ତାନହୀନା ଓ ବିଧବା ହୁଅନ୍ତୁ। ସେମାନଙ୍କର ପୁରୁଷଗଣ ମୃତ୍ୟୁବରଣ କରନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ନିହତ ହୁଅନ୍ତୁ। Faic an caibideil |
“ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।