Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 18:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତେବେ ମୁଁ କୁମ୍ଭକାର ଗୃହକୁ ଗଲି, ଆଉ ଦେଖ, ସେ ଚକ୍ରରେ ଆପଣା କର୍ମ କରୁଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ତେବେ ମୁଁ କୁମ୍ଭକାର ଗୃହକୁ ଗଲି, ଆଉ ଦେଖ, ସେ ଚକ୍ରରେ ଆପଣା କର୍ମ କରୁଥିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ତେବେ ମୁଁ କୁମ୍ଭକାର ଗୃହକୁ ଗଲି, ଆଉ ଦେଖ, ସେ ଚକ୍ରରେ ଆପଣା କର୍ମ କରୁଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ତେଣୁ ମୁଁ କୁମ୍ଭକାର ଗୃହକୁ ଗଲି ଓ ଦେଖିଲି କୁମ୍ଭକାର ଚକ୍ରରେ ମାଟିର କାମ କରୁଛି।

Faic an caibideil Dèan lethbhreac




ଯିରିମୀୟ 18:3
5 Iomraidhean Croise  

“ତୁମ୍ଭେ ଉଠି କୁମ୍ଭକାରର ଗୃହକୁ ଯାଅ, ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା।”


କୁମ୍ଭକାର ମୃତ୍ତିକାର ଯେଉଁ ପାତ୍ର ନିର୍ମାଣ କରୁଥିଲା, ତାହା ତାହାର ହସ୍ତରେ ବିଗିଡ଼ି ଯିବାରୁ କୁମ୍ଭକାର ତାହା ନେଇ ଆପଣା ଇଚ୍ଛାନୁସାରେ ଆଉ ଗୋଟିଏ ପାତ୍ର ନିର୍ମାଣ କଲା।


ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।


ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।


ଅତଏବ, ହେ ରାଜନ ଆଗ୍ରିପ୍ପା ମୁଁ ସେହି ସ୍ୱର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,


Lean sinn:

Sanasan


Sanasan