ଯିରିମୀୟ 19:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଆଉ କୁହ, ହେ ଯିହୁଦାର ରାଜଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ। Faic an caibideilଓଡିଆ ବାଇବେଲ3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା,” ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ। Faic an caibideilପବିତ୍ର ବାଇବଲ3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୁଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନକୁ ଦୁର୍ଦ୍ଦଶା ଆଣୁଅଛୁ। ତାହା ଯିଏ ଶୁଣିବ ସେ ଭୟରେ ଶିହରି ଉଠିବ। Faic an caibideil |
ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”