ଯିରିମୀୟ 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସବିହୀନ ହୋଇଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)15 ଯୁବା ସିଂହମାନେ ତାହା ଉପରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସ-ବିହୀନ ହୋଇଅଛି। Faic an caibideilଓଡିଆ ବାଇବେଲ15 ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସ ବିହୀନ ହୋଇଅଛି। Faic an caibideilପବିତ୍ର ବାଇବଲ15 ଯୁବା ସିଂହମାନେ ତାହା ଉପରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି। ସେମାନେ ତାହାର ଦେଶସବୁ ଧ୍ୱଂସ କରିଅଛନ୍ତି। ତାହାର ନଗରଗୁଡ଼ିକ ଦଗ୍ଧ କରିଅଛନ୍ତି ଓ ତାହାକୁ ଜନଶୂନ୍ୟ କରିଅଛନ୍ତି। Faic an caibideil |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।