ଯିରିମୀୟ 2:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ? Faic an caibideilପବିତ୍ର ବାଇବଲ (Re-edited) - (BSI)21 ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିରୂପେ ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ? Faic an caibideilଓଡିଆ ବାଇବେଲ21 ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ ? Faic an caibideilପବିତ୍ର ବାଇବଲ21 ହେ ଯିହୁଦା, ମୁଁ ତୁମ୍ଭକୁ ସ୍ୱତନ୍ତ୍ର ବୀଜରୁ ଉତ୍ପନ୍ନ ଏକ ଦ୍ରାକ୍ଷାଲତା କରି ରୋପଣ କରିଥିଲି। ତେବେ ତୁମ୍ଭେ କାହିଁକି ବନ୍ୟ ଦ୍ରାକ୍ଷାଲତା ହେଲ? Faic an caibideil |