ଯିରିମୀୟ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍ଗମନ କରି ନିଜେ ଅସାର ହୋଇଅଛନ୍ତି? Faic an caibideilପବିତ୍ର ବାଇବଲ (Re-edited) - (BSI)5 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାରତାର ପଶ୍ଚାଦ୍ଗମନ କରି ଅସାର ହୋଇଅଛନ୍ତି? Faic an caibideilଓଡିଆ ବାଇବେଲ5 ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍ଗମନ କରି ନିଜେ ଅସାର ହୋଇଅଛନ୍ତି ? Faic an caibideilପବିତ୍ର ବାଇବଲ5 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରେଇ ଯାଇଅଛନ୍ତି ଓ ଅସାର ଦେବତାମାନଙ୍କର ପଶ୍ଚାଦ୍ଗମନ କରି ଅସାର ହୋଇଅଛନ୍ତି? Faic an caibideil |