ଯିରିମୀୟ 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅଥବା ‘ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି,’ ଏହା ସେମାନେ କହିଲେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)6 ଅଥବା ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି, ଏହା ସେମାନେ କହିଲେ ନାହିଁ। Faic an caibideilଓଡିଆ ବାଇବେଲ6 ଅଥବା ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି, ଏହା ସେମାନେ କହିଲେ ନାହିଁ। Faic an caibideilପବିତ୍ର ବାଇବଲ6 ତୁମ୍ଭର ପୂର୍ବପୁରୁଷଗଣ କହିଲେ ନାହିଁ, ‘ଯେ ଆମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରରେ ମରୁଭୂମି ଓ ଗର୍ତ୍ତମୟ ଦେଶରୁ ଆଉ ନିର୍ଜନ ଓ ମୃତ୍ୟୁଛାୟାରୂପ ଦେଶରୁ, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶ ମଧ୍ୟରୁ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି?’ Faic an caibideil |
ଏଥିରେ ଗିଦିୟୋନ୍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।