ଯିରିମୀୟ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ‘ସଦାପ୍ରଭୁ କାହାନ୍ତି,’ ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍ଗମନ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁ କାହାନ୍ତି, ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍-ଗମନ କଲେ। Faic an caibideilଓଡିଆ ବାଇବେଲ8 “ସଦାପ୍ରଭୁ କାହାନ୍ତି,” ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥାହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍ଗମନ କଲେ। Faic an caibideilପବିତ୍ର ବାଇବଲ8 “ଯାଜକମାନେ କହିଲେ ନାହିଁ ଯେ, ‘ସଦାପ୍ରଭୁ କାହାନ୍ତି,’ ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ, ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ ଓ ନିଷ୍ଫଳ ବସ୍ତୁମାନଙ୍କର ପଶ୍ଚାଦ୍ଗମନ କଲେ।” Faic an caibideil |
ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।