ଯିରିମୀୟ 20:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ଧାର୍ମିକର ପରୀକ୍ଷକ, ତୁମ୍ଭେ ମର୍ମ ଓ ଅନ୍ତଃକରଣ ଦେଖୁଅଛ, ସେମାନଙ୍କ ପ୍ରତି ତୁମ୍ଭର ଦତ୍ତ ପ୍ରତିଫଳ ମୋତେ ଦେଖାଅ; କାରଣ ତୁମ୍ଭଙ୍କୁ ମୁଁ ଆପଣା ଗୁହାରି ଜଣାଇଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)12 ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ଧାର୍ମିକର ପରୀକ୍ଷକ, ତୁମ୍ଭେ ମର୍ମ ଓ ଅନ୍ତଃକରଣ ଦେଖୁଅଛ, ସେମାନଙ୍କ ପ୍ରତି ତୁମ୍ଭର ଦତ୍ତ ପ୍ରତିଫଳ ମୋତେ ଦେଖାଅ; କାରଣ ତୁମ୍ଭଙ୍କୁ ମୁଁ ଆପଣା ଗୁହାରି ଜଣାଇଅଛି। Faic an caibideilଓଡିଆ ବାଇବେଲ12 ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ଧାର୍ମିକର ପରୀକ୍ଷକ, ତୁମ୍ଭେ ମର୍ମ ଓ ଅନ୍ତଃକରଣ ଦେଖୁଅଛ, ସେମାନଙ୍କ ପ୍ରତି ତୁମ୍ଭର ଦତ୍ତ ପ୍ରତିଫଳ ମୋତେ ଦେଖାଅ; କାରଣ ତୁମ୍ଭଙ୍କୁ ମୁଁ ଆପଣା ଗୁହାରି ଜଣାଇଅଛି। Faic an caibideilପବିତ୍ର ବାଇବଲ12 ତେଣୁ ହେ ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭେ ଧାର୍ମିକର ପରୀକ୍ଷକ। ତୁମ୍ଭେ ସମସ୍ତଙ୍କର ମର୍ମ ଓ ଅନ୍ତଃକରଣ ଦେଖୁଅଛ। ମୁଁ ସେମାନଙ୍କ ବିଷୟରେ ମୋର ଅଭିଯୋଗ ତୁମ୍ଭକୁ ଜଣାଇଅଛି। ତୁମ୍ଭେ ସେମାନଙ୍କ ପ୍ରତି ତୁମ୍ଭ ଦତ୍ତ ପ୍ରତିଫଳ ମୋତେ ଦେଖାଅ। Faic an caibideil |