Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 20:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମୁଁ ଯେଉଁ ଦିନ ଜନ୍ମ ହୋଇଥିଲି, ସେଦିନ ଶାପଗ୍ରସ୍ତ ହେଉ; ମୋʼ ମାତା ଯେଉଁ ଦିନ ମୋତେ ପ୍ରସବ କଲେ, ସେ ଦିନ ଆଶୀର୍ବାଦ ପ୍ରାପ୍ତ ନ ହେଉ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

14 ମୁଁ ଯେଉଁଦିନ ଜନ୍ମ ହୋଇଥିଲି, ସେଦିନ ଶାପଗ୍ରସ୍ତ ହେଉ; ମୋʼ ମାତା ଯେଉଁ ଦିନ ମୋତେ ପ୍ରସବ କଲେ, ସେ ଦିନ ଆଶୀର୍ବାଦ ପ୍ରାପ୍ତ ନ ହେଉ।

Faic an caibideil Dèan lethbhreac

ଓଡିଆ ବାଇବେଲ

14 ମୁଁ ଯେଉଁ ଦିନ ଜନ୍ମ ହୋଇଥିଲି, ସେଦିନ ଶାପଗ୍ରସ୍ତ ହେଉ; ମୋ’ ମାତା ଯେଉଁ ଦିନ ମୋତେ ପ୍ରସବ କଲେ, ସେ ଦିନ ଆଶୀର୍ବାଦ ପ୍ରାପ୍ତ ନ ହେଉ।

Faic an caibideil Dèan lethbhreac

ପବିତ୍ର ବାଇବଲ

14 ମୋର ଜନ୍ମଦିନ ଶାପଗ୍ରସ୍ତ ହେଉ ଓ ଯେଉଁ ଦିନ ମୋର ମାତା ମୋତେ ଜନ୍ମ ଦେଲା, ସେ ଦିନଟି ଆଶୀର୍ବାଦ ପ୍ରାପ୍ତ ନ ହେଉ।

Faic an caibideil Dèan lethbhreac




ଯିରିମୀୟ 20:14
4 Iomraidhean Croise  

ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୋ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।”


ଏଥିଉତ୍ତାରେ ଆୟୁବ ମୁଖ ଫିଟାଇ ଆପଣା ଜନ୍ମଦିନକୁ ଅଭିଶାପ ଦେଲା।


ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି।


Lean sinn:

Sanasan


Sanasan