Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 20:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କାରଣ ସେ ମୋତେ ଗର୍ଭରୁ ମାରି ପକାଇଲା ନାହିଁ; ତାହା କରିଥିଲେ, ମୋହର ମାତା ମୋର କବର ସ୍ୱରୂପ ହୋଇଥାʼନ୍ତେ ଓ ତାଙ୍କ ଗର୍ଭ ନିତ୍ୟ ଭାରୀ ଥାʼନ୍ତା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

17 କାରଣ ସେ ମୋତେ ଗର୍ଭରୁ ମାରି ପକାଇଲା ନାହିଁ; ତାହା କରିଥିଲେ, ମୋହର ମାତା ମୋର କବର ସ୍ଵରୂପ ହୋଇଥାʼନ୍ତେ ଓ ତାଙ୍କ ଗର୍ଭ ନିତ୍ୟ ଭାରୀ ଥାʼନ୍ତା।

Faic an caibideil Dèan lethbhreac

ଓଡିଆ ବାଇବେଲ

17 କାରଣ ସେ ମୋତେ ଗର୍ଭରୁ ମାରି ପକାଇଲା ନାହିଁ; ତାହା କରିଥିଲେ, ମୋହର ମାତା ମୋର କବର ସ୍ୱରୂପ ହୋଇଥା’ନ୍ତେ ଓ ତାଙ୍କ ଗର୍ଭ ନିତ୍ୟ ଭାରୀ ଥା’ନ୍ତା।

Faic an caibideil Dèan lethbhreac

ପବିତ୍ର ବାଇବଲ

17 କାରଣ, ସେ ମୋତେ ମାତୃ ଗର୍ଭରେ ମାରି ପାରିଲା ନାହିଁ। ତାହା କରିଥିଲେ ମୋର ମାତୃଗର୍ଭ ମୋର କବର ହୋଇଥା’ନ୍ତା ଓ ମୁଁ ଜନ୍ମ ନେଇ ନ ଥା’ନ୍ତି।

Faic an caibideil Dèan lethbhreac




ଯିରିମୀୟ 20:17
5 Iomraidhean Croise  

ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇଥାʼନ୍ତି; ଯେଉଁମାନେ କେବେ ଆଲୁଅ ଦର୍ଶନ କଲେ ନାହିଁ, ଏପରି ଶିଶୁ ତୁଲ୍ୟ ହୋଇଥାʼନ୍ତି।


ଯଦି କୌଣସି ମନୁଷ୍ୟ ଶହେ ସନ୍ତାନ ଜାତ କରି ଅନେକ ବର୍ଷ ବଞ୍ଚି ଦୀର୍ଘଜୀବୀ ହୁଏ, ମାତ୍ର ତାହାର ପ୍ରାଣ ଯଦି ସୁଖରେ ତୃପ୍ତ ନ ହୁଏ, ଆହୁରି ଯଦି ତାହାକୁ କବର ଦିଆ ନ ଯାଏ, ତେବେ ମୁଁ କହେ, ସେହି ଲୋକ ଅପେକ୍ଷା ଜନ୍ମ ହେବା ସମୟରେ ମୃତ୍ୟୁବରଣ କରିଥିବା ଶିଶୁଟି ଉତ୍ତମ ଅଟେ;


ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି।


Lean sinn:

Sanasan


Sanasan