ଯିରିମୀୟ 20:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ହେ ପଶ୍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।” Faic an caibideilପବିତ୍ର ବାଇବଲ (Re-edited) - (BSI)6 ପୁଣି, ହେ ପଶ୍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ଵ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ। Faic an caibideilଓଡିଆ ବାଇବେଲ6 ପୁଣି, ହେ ପଶ୍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।” Faic an caibideilପବିତ୍ର ବାଇବଲ6 ପୁଣି ହେ ପଶ୍ହୂର, ତୁମ୍ଭେ ଓ ତୁମ୍ଭ ଗୃହ ନିବାସୀ ସମସ୍ତେ ବନ୍ଦୀ ହୋଇ ବାବିଲକୁ ଯିବେ। ତୁମ୍ଭେ ସେହି ସ୍ଥାନରେ ମରିବ ଓ ସେଠାରେ କବର ପାଇବ। ତୁମ୍ଭର ଯେଉଁ ବନ୍ଧୁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲ, ସେହି ବନ୍ଧୁମାନେ ମଧ୍ୟ ସେହିଠାରେ ମରିବେ ଓ କବର ନେବେ।’” Faic an caibideil |
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।