ଯିରିମୀୟ 21:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ‘ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ?’ Faic an caibideilପବିତ୍ର ବାଇବଲ (Re-edited) - (BSI)13 ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ? ଅବା କିଏ ଆମ୍ଭମାନଙ୍କ ନିବାସ-ସ୍ଥାନରେ ପ୍ରବେଶ କରିବ? Faic an caibideilଓଡିଆ ବାଇବେଲ13 ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ ?” Faic an caibideilପବିତ୍ର ବାଇବଲ13 “ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳ ନିବାସୀନି ଯିରୁଶାଲମ,” ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ। ତୁମ୍ଭେମାନେ କହୁଅଛ ‘ଆମ୍ଭମାନଙ୍କ ବିପକ୍ଷରେ କେହି ଆକ୍ରମଣ କରିବେ ନାହିଁ କି ଆମ୍ଭର ସୁଦୃଢ଼ ନଗରୀକୁ କେହି ପରାସ୍ତ କରି ପାରିବେ ନାହିଁ।’” Faic an caibideil |
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।