Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 21:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ତୁମ୍ଭେ ଏହି ଲୋକମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁର ପଥ ରଖୁଅଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ତୁମ୍ଭେ ଏହି ଲୋକମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁର ପଥ ରଖୁଅଛୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ପୁଣି, ତୁମ୍ଭେ ଏହି ଲୋକମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁୁର ପଥ ରଖୁଅଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

8 “ଆଉ ମଧ୍ୟ ତୁମ୍ଭେ ସେ ଲୋକମାନଙ୍କୁ କହିବ, ‘ସଦାପ୍ରଭୁ ଏହିକଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁର ପଥ ରଖିଅଛୁ।

Faic an caibideil Dèan lethbhreac




ଯିରିମୀୟ 21:8
6 Iomraidhean Croise  

ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁୁ ନ ଥାଏ।


ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, “ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ।


ଦେଖ, ଆଜି ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଆଶୀର୍ବାଦ ଓ ଅଭିଶାପ ରଖୁଅଛି।


ଦେଖ, ଆଜି ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମଙ୍ଗଳ, ପୁଣି ମରଣ ଓ ଅମଙ୍ଗଳ ରଖିଅଛି।


ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଅଛି; ଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର;


Lean sinn:

Sanasan


Sanasan