ଯିରିମୀୟ 22:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 “ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରିମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକୁ ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ; Faic an caibideilପବିତ୍ର ବାଇବଲ (Re-edited) - (BSI)13 ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରୀମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ; Faic an caibideilଓଡିଆ ବାଇବେଲ13 ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରିମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ; Faic an caibideilପବିତ୍ର ବାଇବଲ13 “ଯିହୋୟାକୀମ୍ ଜଣେ ଅଧର୍ମୀ ରାଜା ଥିଲେ ଯିଏ କି ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରୀମାନ ନିର୍ମାଣ କରେ, ଯିଏ ବିନା ମୂଲ୍ୟରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାଙ୍କୁ କିଛି ବେତନ ଦିଏ ନାହିଁ। Faic an caibideil |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।