Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 22:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍‍, ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ କଲ୍‍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

25 ପୁଣି, ଯେଉଁମାନେ ତୁମ୍ଭର ପ୍ରାଣ ନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା।

Faic an caibideil Dèan lethbhreac

ଓଡିଆ ବାଇବେଲ

25 ପୁଣି, ଯେଉଁମାନେ ତୁମ୍ଭର ପ୍ରାଣ ନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍‍, ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ କଲ୍‍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା।

Faic an caibideil Dèan lethbhreac

ପବିତ୍ର ବାଇବଲ

25 ହେ ଯିହୋୟାକୀନ୍, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ ଅର୍ଥାତ୍ ବାବିଲର ରାଜା ନବୂଖ‌ଦ୍‌ନିତ୍ସରଙ୍କ ହସ୍ତରେ ଓ କ‌‌ଲ୍‌‌ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା।

Faic an caibideil Dèan lethbhreac




ଯିରିମୀୟ 22:25
8 Iomraidhean Croise  

ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍‍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା।


ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାହା ପ୍ରତି; ମାତ୍ର ଧାର୍ମିକର ମନୋବାଞ୍ଛା ତାହାକୁ ଦିଆଯିବ।


ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍‍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’


ଏହି କନୀୟ କି ତୁଚ୍ଛୀକୃତ ଭଗ୍ନ ପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ।


ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ।


ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମୀୟଙ୍କ ନିକଟରେ ଶପଥ କରି କହିଲା, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।”


Lean sinn:

Sanasan


Sanasan