ଯିରିମୀୟ 22:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ମାତ୍ର ଯେଉଁ ଦେଶକୁ ଫେରି ଆସିବା ପାଇଁ ସେମାନଙ୍କର ପ୍ରାଣ ଅତିଶୟ ଲାଳସା କରେ, ସେ ଦେଶକୁ ସେମାନେ ଫେରି ଆସିବେ ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)27 ମାତ୍ର ଯେଉଁ ଦେଶକୁ ଫେରି ଆସିବା ପାଇଁ ସେମାନଙ୍କର ପ୍ରାଣ ଅତିଶୟ ଲାଳସା କରେ, ସେ ଦେଶକୁ ସେମାନେ ଫେରି ଆସିବେ ନାହିଁ। Faic an caibideilଓଡିଆ ବାଇବେଲ27 ମାତ୍ର ଯେଉଁ ଦେଶକୁ ଫେରି ଆସିବା ପାଇଁ ସେମାନଙ୍କର ପ୍ରାଣ ଅତିଶୟ ଲାଳସା କରେ, ସେ ଦେଶକୁ ସେମାନେ ଫେରି ଆସିବେ ନାହିଁ। Faic an caibideilପବିତ୍ର ବାଇବଲ27 ହେ କନିୟ, ତୁମ୍ଭେ ଯେଉଁ ଦେଶକୁ ଫେରିବାକୁ ଇଚ୍ଛା କରୁଛ, ତୁମ୍ଭେ ସେ ଦେଶକୁ ଫେରିପାରିବ ନାହିଁ।” Faic an caibideil |
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।