ଯିରିମୀୟ 22:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏହି କନୀୟ କି ତୁଚ୍ଛୀକୃତ ଭଗ୍ନ ପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)28 ଏହି କନୀୟ କି ତୁଚ୍ଛୀକୃତ ଭଗ୍ନପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ। Faic an caibideilଓଡିଆ ବାଇବେଲ28 ଏହି କନୀୟ କି ତୁଚ୍ଛୀକୃତ ଭଗ୍ନପାତ୍ର ? ସେ କି ଅପ୍ରୀତିକର ପାତ୍ର ? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ। Faic an caibideilପବିତ୍ର ବାଇବଲ28 କନିୟ ଏକ ତୁଚ୍ଛ ଭଗ୍ନପାତ୍ର ତୁଲ୍ୟ ଯାହା ବାହାରେ ନିକ୍ଷିପ୍ତ ହେବା ଯୋଗ୍ୟ। ସେ ଏକ ଅପ୍ରୀତିକର ପାତ୍ର। ସେ ଓ ତାହାର ବଂଶ କାହିଁକି ଦୂରିକୃତ ହୋଇ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ? Faic an caibideil |